ଯୋହନ 6:1 - ପବିତ୍ର ବାଇବଲ1 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକୁ ଗଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଏହାପରେ ଯୀଶୁ ଗାଲିଲୀ ବା ତିବିରିଆର ହ୍ରଦର ଆରପାରିକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ହ୍ରଦର ଆରପାରିକୁ ଗଲେ। Gade chapit la |