ଯୋହନ 6:5 - ପବିତ୍ର ବାଇବଲ5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, “ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା? Gade chapit laଓଡିଆ ବାଇବେଲ5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା ? Gade chapit laପବିତ୍ର ବାଇବଲ (CL) NT (BSI)5 ତାଙ୍କ ନିକଟକୁ ଅନେକ ଲୋକ ଆସୁଥିବା ଦେଖି, ଯୀଶୁ ଫିଲିପ୍ଙ୍କୁ ପଚାରିଲେ: “ଏତେ ଲୋକଙ୍କ ପାଇଁ କେଉଁଠୁ ଯଥେଷ୍ଟ ଖାଦ୍ୟ କିଣିବା?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?” Gade chapit la |