ଯୋହନ 6:57 - ପବିତ୍ର ବାଇବଲ57 “ପରମପିତା ମୋତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହେତୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମୋତେ ଭୋଜନ କରେ, ସେ ମୋ’ ହେତୁ ଜୀବିତ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)57 ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ। Gade chapit laଓଡିଆ ବାଇବେଲ57 ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋ' ହେତୁ ଜୀବିତ ରହିବ । Gade chapit laପବିତ୍ର ବାଇବଲ (CL) NT (BSI)57 ଜୀବନ୍ତ ପିତା ଈଶ୍ୱର ମୋତେ ପ୍ରେରଣ କରିଛନ୍ତି; ତାଙ୍କ ଯୋଗୁଁ ମୁଁ ମଧ୍ୟ ଜୀବିତ। ସେହିପରି ଯେ ମୋତେ ଭୋଜନ କରେ, ମୋ’ ଯୋଗୁଁ ସେ ମଧ୍ୟ ଜୀବିତ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।