ଯୋହନ 6:7 - ପବିତ୍ର ବାଇବଲ7 ଫିଲିପ୍ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୋଟୀ ଯଥେଷ୍ଟ ନୁହେଁ। Gade chapit laଓଡିଆ ବାଇବେଲ7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୁଟି ଯଥେଷ୍ଟ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)7 ଫିଲିପ୍ ଉତ୍ତର ଦେଲେ, “ସମସ୍ତଙ୍କୁ ଅଳ୍ପ କିଛି ଖୁଆଇବା ପାଇଁ ଦୁଇ ଶହରୁ ଅଧିକ ରୌପ୍ୟ ମୁଦ୍ରା ମୂଲ୍ୟର ରୋଟୀ କିଣିବାକୁ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ। Gade chapit la |