ଯୋହନ 7:10 - ପବିତ୍ର ବାଇବଲ10 ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସେମାନେ ଗଲାପରେ ଯୀଶୁ ମଧ୍ୟ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକପ୍ରକାର ଗୋପନରେ। Gade chapit laଓଡିଆ ବାଇବେଲ10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ । Gade chapit laପବିତ୍ର ବାଇବଲ (CL) NT (BSI)10 ତାଙ୍କ ଭାଇମାନେ ସେହି ଉତ୍ସବକୁ ଚାଲିଯିବା ପରେ, ଯୀଶୁ ପ୍ରକାଶ୍ୟରେ ସେଠାକୁ ନ ଯାଇ ଗୋପନରେ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ। Gade chapit la |