Biblia Todo Logo
Bib sou entènèt

- Piblisite -




ଯୋହନ 7:11 - ପବିତ୍ର ବାଇବଲ

11 ଯିହୂଦୀମାନେ ପର୍ବରେ ଯୀଶୁଙ୍କୁ ଖୋଜିଲେ। ସେମାନେ ପଗ୍ଭରିଲେ, “ସେହି ଲୋକଟି କାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଯିହୂଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଉତ୍ସବ ସମୟରେ ଇହୁଦୀ କର୍ତ୍ତୃପକ୍ଷମାନ ତାଙ୍କୁ ଖୋଜୁ ଖୋଜୁ ପଚାରିଲେ, “ସେ କାହାନ୍ତି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?

Gade chapit la Kopi




ଯୋହନ 7:11
6 Referans Kwoze  

ସେମାନେ ଯୀଶୁଙ୍କୁ ଖୋଜିଲେ। ସେମାନେ ମନ୍ଦିର ପରିସରରେ ପରସ୍ପରକୁ ପଗ୍ଭରିଲେ, “ସେ କ'ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ'ଣ ଭାବୁଛ?”


“ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ।


ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଏପରି କେହି ସାହସୀ ନ ଥିଲେ, ଯିଏ କି ଯୀଶୁଙ୍କ ବିଷୟରେ ଖୋଲା ଖୋଲି ଭାବରେ କହିବ। ଲୋକମାନେ ଯିହୂଦୀୟ ନେତାମାନଙ୍କୁ ଭୟ କରୁଥିଲେ।


ଯିହୂଦୀମାନେ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ ଲୋକ କେବେ ବିଦ୍ୟାଳୟରେ ପଢ଼ି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?”


ଲୋକମାନେ ତାହାକୁ ପଗ୍ଭରିଲେ, “ସେ ଲୋକ କେଉଁଠି ଅଛନ୍ତି?” ଲୋକଟି କହିଲା, “ମୁଁ ଜାଣେ ନାହିଁ।”


Swiv nou:

Piblisite


Piblisite