ଯୋହନ 7:16 - ପବିତ୍ର ବାଇବଲ16 ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି। Gade chapit laପବିତ୍ର ବାଇବଲ (Re-edited) - (BSI)16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର। Gade chapit laଓଡିଆ ବାଇବେଲ16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ କହିଲେ: “ମୁଁ ମୋ’ ନିଜର ଶିକ୍ଷା ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ଈଶ୍ୱରଙ୍କଠାରୁ ଆଗତ ଶିକ୍ଷା ଦେଉଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର। Gade chapit la |