ଯୋହନ 7:25 - ପବିତ୍ର ବାଇବଲ25 ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? Gade chapit laଓଡିଆ ବାଇବେଲ25 ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ? Gade chapit laପବିତ୍ର ବାଇବଲ (CL) NT (BSI)25 ଯିରୂଶାଲମରେ କେତେକ ଲୋକ କହିଲେ, “ଯେଉଁ ବ୍ୟକ୍ତିଙ୍କୁ ମାରିବା ପାଇଁ କର୍ତ୍ତୃପକ୍ଷମାନେ ଚେଷ୍ଟା କରୁଛନ୍ତି, ସେ ଏହି ନୁହନ୍ତି କି?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? Gade chapit la |