ଯୋହନ 7:3 - ପବିତ୍ର ବାଇବଲ3 ତେଣୁ ଯୀଶୁଙ୍କର ଭାଇମାନେ ତାହାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ ଓ ପର୍ବ ସକାଶେ ଯିହୂଦା ପ୍ରଦେଶକୁ ଯାଅ। ଯେପରି ତୁମ୍ଭର ଶିଷ୍ୟମାନେ ସେଠାରେ ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ଦେଖି ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୁଦା ପ୍ରଦେଶକୁ ଯାଅ, Gade chapit laଓଡିଆ ବାଇବେଲ3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହି ସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦା ପ୍ରଦେଶକୁ ଯାଅ, Gade chapit laପବିତ୍ର ବାଇବଲ (CL) NT (BSI)3 ତେଣୁ ତାଙ୍କ ଭାଇମାନେ ତାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ି ଯିହୁଦାକୁ ଫେରିଯାଅ। ତୁମେ କରୁଥିବା କାର୍ଯ୍ୟ ସବୁ ସେଠାରେ ତୁମକୁ ଅନୁସରଣ କରୁଥିବା ଲୋକମାନେ ଦେଖନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ, Gade chapit la |