ଯୋହନ 7:6 - ପବିତ୍ର ବାଇବଲ6 ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, “ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ଯିବା) ପାଇଁ ସମସ୍ତ ସମୟ ଉପଯୁକ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ। Gade chapit laଓଡିଆ ବାଇବେଲ6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ । Gade chapit laପବିତ୍ର ବାଇବଲ (CL) NT (BSI)6 ଯୀଶୁ ସେମାନଙ୍କୁ କହିଲେ: “ମୋ’ ପାଇଁ ଉପଯୁକ୍ତ ସମୟ ଏ ପର୍ଯ୍ୟନ୍ତ ଆସି ନାହିଁ। ଯେକୌଣସି ସମୟ ତୁମ ପାଇଁ ଉପଯୁକ୍ତ ହୋଇପାରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ। Gade chapit la |
ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।