ଯୋହନ 8:11 - ପବିତ୍ର ବାଇବଲ11 ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” ତା'ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ କହିଲା, କେହି ନାହିଁ, ପ୍ରଭୋ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।] Gade chapit laଓଡିଆ ବାଇବେଲ11 ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।] Gade chapit laପବିତ୍ର ବାଇବଲ (CL) NT (BSI)11 “ନା, ପ୍ରଭୁ, କେହି ନାହାନ୍ତି”, ସେ ଉତ୍ତର ଦେଲା। ଯୀଶୁ ତାକୁ ଅଭୟ ଦେଇ କହିଲେ: “ମୁଁ ମଧ୍ୟ ତୁମକୁ ଦଣ୍ଡ ଦେବି ନାହିଁ। ଯାଅ, କିନ୍ତୁ ଆଉ ଥରେ ପାପ କର ନାହିଁ।”) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।] Gade chapit la |
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।