Biblia Todo Logo
Bib sou entènèt

- Piblisite -




ଯୋହନ 8:13 - ପବିତ୍ର ବାଇବଲ

13 କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଫାରୂଶୀମାନେ ତାଙ୍କୁ କହିଲେ, "ବର୍ତ୍ତମାନ ତୁମେ ନିଜ ପାଇଁ ସାକ୍ଷ୍ୟ ଦେଉଛି। ତେଣୁ ତୁମେ ଯାହା କହୁଛ, ତାହା ପ୍ରକୃତ ପ୍ରମାଣ ନୁହେଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।

Gade chapit la Kopi




ଯୋହନ 8:13
2 Referans Kwoze  

Swiv nou:

Piblisite


Piblisite