ଯୋହନ 8:16 - ପବିତ୍ର ବାଇବଲ16 କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)16 କିନ୍ତୁ ମୁଁ ଯଦି ତା’ କରନ୍ତି, ମୋର ବିଚାର ଯଥାର୍ଥ ହୁଅନ୍ତା, କାରଣ ମୁଁ ଏକାକୀ ଏ କାର୍ଯ୍ୟ କରେ ନାହିଁ, ମୋର ପ୍ରେରଣକାରୀ ପିତା ମୋ’ ସଙ୍ଗରେ ଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। Gade chapit la |