ଯୋହନ 8:21 - ପବିତ୍ର ବାଇବଲ21 ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଛାଡ଼ି ଗ୍ଭଲିଯିବି। ତୁମ୍ଭେ ମୋତେ ଖୋଜିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁଯ। Gade chapit laଓଡିଆ ବାଇବେଲ21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁ ପୁଣି ସେମାନଙ୍କୁ କହିଲେ, “ମୁଁ ଚାଲି ଯାଉଛି, ତୁମ୍ଭେମାନେ ମୋତେ ଖୋଜିବ; କିନ୍ତୁ ନିଜ ନିଜ ପାପରେ ମରିବ। ମୁଁ ଯେଉଁଠାକୁ ଯାଉଛି, ସେଠାକୁ ତୁମ୍ଭେମାନେ ଯାଇପାରିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।” Gade chapit la |
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଛନ୍ତି। ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି, ଦେଶ ମଧ୍ୟରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ୟ ନାହିଁ ଯେଉଁସ୍ଥାନକୁ ମୋର ପ୍ରଭୁ ତୁମ୍ଭକୁ ଅନ୍ୱେଷଣ କରିବାକୁ ପଠାଇ ନାହାନ୍ତି। ତୁମ୍ଭକୁ ଖୋଜିବାକୁ ରାଜା ପ୍ରତ୍ୟେକ ଦେଶକୁ ଲୋକ ପଠାଇ ଅଛନ୍ତି। ସେହି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଛନ୍ତି ଯେ, ସେମାନେ ତୁମ୍ଭକୁ ସେମାନଙ୍କ ଦେଶରେ ପାଇ ନାହାନ୍ତି।