Biblia Todo Logo
Bib sou entènèt

- Piblisite -




ଯୋହନ 8:23 - ପବିତ୍ର ବାଇବଲ

23 କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ଵସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଏ ଜଗତରୁ ଉତ୍ପନ୍ନ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

23 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ଏ କଥାର ଉତ୍ତର ଦେଇ କହିଲେ: “ତୁମ୍ଭେମାନେ ଏହି ଅଧଃଲୋକରୁ ଉତ୍ପନ୍ନ; ମୁଁ ଊଦ୍ଧ୍ୱର୍ଲୋକରୁ ଆସିଛି। ତୁମ୍ଭେମାନେ ଏହି ଜଗତର, ମୁଁ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”

Gade chapit la Kopi




ଯୋହନ 8:23
15 Referans Kwoze  

“ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରେଷ୍ଠ।


ମୁଁ ଯେପରି ଜଗତର ନୁହେଁ, ସେମାନେ ସେହିପରି ଏହି ଜଗତର ନୁହନ୍ତି।


ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।


ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ।


ମୁଁ ଯଥାସାଧ୍ୟ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।


ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


Swiv nou:

Piblisite


Piblisite