Biblia Todo Logo
Bib sou entènèt

- Piblisite -




ଯୋହନ 8:25 - ପବିତ୍ର ବାଇବଲ

25 ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।” ଯୀଶୁ ଉତ୍ତର ଦେଲେ, “ମୁଁ ନିଜ ବିଷୟରେ ପ୍ରଥମରୁ ଯାହା କହିଆସିଛି, ମୁଁ ସେହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କଅଣ?

Gade chapit la Kopi

ଓଡିଆ ବାଇବେଲ

25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେମାନେ ପଚାରିଲେ, “ତୁମେ କିଏ?” ଯୀଶୁ ଉତ୍ତର ଦେଲେ, “ସେ କଥା ମୁଁ ଆରମ୍ଭରୁ କହି ଆସିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।

Gade chapit la Kopi




ଯୋହନ 8:25
9 Referans Kwoze  

ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”


ସେମାନେ କହିଲେ, “ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ତାହା ଆମ୍ଭକୁ କୁହ।” ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି କୁହେ ଯେ ମୁଁ ଖ୍ରୀଷ୍ଟ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।


ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।


ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”


ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”


“ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ।


ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡ଼ିକ ପାଇଁ ମରିବ। ମୁଁ ଯେ ସେହି ବ୍ୟକ୍ତି ତୁମ୍ଭେ ଏହା ବିଶ୍ୱାସ ନ କଲେ ତୁମ୍ଭ ନିଜ ପାପଗୁଡ଼ିକ ପାଇଁ ତୁମ୍ଭେ ମରିବ।”


ମୋର ତୁମ୍ଭ ବିଷୟରେ ଅନେକ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଗ୍ଭର କରିପାରେ, କିନ୍ତୁ ମୋର ପ୍ରେରଣକର୍ତ୍ତା ମୋତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ୟ କହନ୍ତି।”


Swiv nou:

Piblisite


Piblisite