ଯୋହନ 8:3 - ପବିତ୍ର ବାଇବଲ3 ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Gade chapit laଓଡିଆ ବାଇବେଲ3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)3 ଦଳେ ଧର୍ମଗୁରୁ ଓ ଫାରୁଶୀ ବ୍ୟଭିଚାର ଅପରାଧରେ ଧରା ପଡ଼ିଥିବା ଗୋଟିଏ ସ୍ତ୍ରୀ ଲୋକକୁ ଟାଣି ଆଣିଲେ। ସମସ୍ତଙ୍କ ଆଗରେ ଠିଆ କରାଇ ଯୀଶୁଙକୁ ପଚାରିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Gade chapit la |
କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।