ଯୋହନ 8:4 - ପବିତ୍ର ବାଇବଲ4 ସେମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଏହି ସ୍ତ୍ରୀଲୋକଟି ଜଣେ ପୁରୁଷ ସହିତ ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଛି। ସେ ପୁରୁଷ ତା'ର ସ୍ୱାମୀ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ଗୁରୁ, ଏହି ସ୍ତ୍ରୀଲୋକଟା ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି। Gade chapit laଓଡିଆ ବାଇବେଲ4 ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି । Gade chapit laପବିତ୍ର ବାଇବଲ (CL) NT (BSI)4 “ଗୁରୁ, ଏହି ସ୍ତ୍ରୀ ଲୋକଟି ବ୍ୟଭିଚାର କରୁଥିବାବେଳେ ଧରା ପଡ଼ିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି। Gade chapit la |