ଯୋହନ 8:43 - ପବିତ୍ର ବାଇବଲ43 ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁଣ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ। Gade chapit laଓଡିଆ ବାଇବେଲ43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)43 ମୁଁ ଯାହା କହୁଛି, ତୁମେ ବୁଝିପାରୁ ନାହଁ କାହିଁକି? ଏହାର କାରଣ ହେଉଛି, ତୁମେ ମୋର ଶିକ୍ଷା ଶୁଣି ସହ୍ୟ କରିପାରୁ ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ। Gade chapit la |
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’