Biblia Todo Logo
Bib sou entènèt

- Piblisite -




ଯୋହନ 8:5 - ପବିତ୍ର ବାଇବଲ

5 ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏଭଳି ସ୍ତ୍ରୀ ଲୋକକୁ ପଥର ପକାଇ ମାରି ଦେବା ପାଇଁ ମେଶା ଆମ ବ୍ୟବସ୍ଥାରେ ନିର୍ଦ୍ଦେଶ ଦେଇଛନ୍ତି। ଏ ବିଷୟରେ ଆପଣ କ’ଣ କହୁଛନ୍ତି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?

Gade chapit la Kopi




ଯୋହନ 8:5
9 Referans Kwoze  

“ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।


“ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।


ସେହି ଜନ ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ବଧ କରିବେ। ସେମାନେ ମଧ୍ୟ ସେମାନଙ୍କର ସନ୍ତାନମାନଙ୍କୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦ‌ଗ୍‌ଧ କରିବେ।


କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।


ସେମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଏହି ସ୍ତ୍ରୀଲୋକଟି ଜଣେ ପୁରୁଷ ସହିତ ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଛି। ସେ ପୁରୁଷ ତା'ର ସ୍ୱାମୀ ନୁହେଁ।


Swiv nou:

Piblisite


Piblisite