ଯୋହନ 8:51 - ପବିତ୍ର ବାଇବଲ51 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁ ଦର୍ଶନ କରିବ ନାହିଁ। Gade chapit laଓଡିଆ ବାଇବେଲ51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)51 ମୁଁ ସତ୍ୟ କହୁଛି, ଯେ ମୋର ଉପଦେଶ ପାଳନ କରେ, ସେ କେବେ ମରିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।” Gade chapit la |