Biblia Todo Logo
Bib sou entènèt

- Piblisite -




ଯୋହନ 8:53 - ପବିତ୍ର ବାଇବଲ

53 ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?

Gade chapit la Kopi

ଓଡିଆ ବାଇବେଲ

53 ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ଆମ ପିତୃପୁରୁଷ ଅବ୍ରାହାମ ମରିଛନ୍ତି। ତୁମେ କ’ଣ ଅବ୍ରାହାମଙ୍କଠାରୁ ମହାନ୍ ବୋଲି ମନେ କରୁଛ? ଭାବବାଦୀମାନେ ମଧ୍ୟ ମରିଛନ୍ତି। ନିଜକୁ ତୁମେ କ’ଣ ବୋଲି ମନେ କରୁଛ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?

Gade chapit la Kopi




ଯୋହନ 8:53
14 Referans Kwoze  

ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”


ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।


ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।”


ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?”


ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।”


ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”


କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।


ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।”


ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ।


Swiv nou:

Piblisite


Piblisite