ଯୋହନ 8:6 - ପବିତ୍ର ବାଇବଲ6 ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଗ୍ଭରୁଥିଲେ। ସେମାନେ ଯୀଶୁଙ୍କର ଭୁଲ୍ ଧରିବାକୁ ଗ୍ଭହୁଁଥିଲେ। ତାହାହେଲେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠେଇ ଅଙ୍ଗୁଳି ସାହାଯ୍ୟରେ ଭୂମି ଉପରେ କିଛି ଲେଖିବାରେ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ଵାରା ଭୂମିରେ ଲେଖିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ସେମାନେ ଯୀଶୁଙ୍କୁ ଫାନ୍ଦରେ ପକାଇ ତାଙ୍କ ଉପରେ ଦୋଷାରୋପ କରିବା ପାଇଁ ଏ କଥା ପଚାରିଥିଲେ, କିନ୍ତୁ ଯୀଶୁ ନଇଁପଡ଼ି ଅଙ୍ଗୁଳି ଦେଇ ଭୂମିରେ ଲେଖିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ। Gade chapit la |