Biblia Todo Logo
Bib sou entènèt

- Piblisite -




ଯୋହନ 9:3 - ପବିତ୍ର ବାଇବଲ

3 ଯୀଶୁ ଉତ୍ତର ଦେଲେ, “ଏହା ତା'ର ପାପ କି ତା’ ବାପାମାଙ୍କର ପାପ ତାକୁ ଅନ୍ଧ କରି ନାହିଁ। ଏହି ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି, ଯେପରି ଏହି ଲୋକକୁ ମୁଁ ସୁସ୍ଥ କଲାବେଳେ ଲୋକମାନଙ୍କ ଆଗରେ ପରମେଶ୍ୱରଙ୍କ ଶକ୍ତି ପ୍ରଦର୍ଶିତ ହୋଇପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯୀଶୁ ଉତ୍ତର ଦେଲେ, ଏ କିମ୍ଵା ଏହାର ବାପମା ପାପ କଲେ ନାହିଁ, କିନ୍ତୁ ଈଶ୍ଵରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।

Gade chapit la Kopi

ଓଡିଆ ବାଇବେଲ

3 ଯୀଶୁ ଉତ୍ତର ଦେଲେ, ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ୱରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଉତ୍ତର ଦେଲେ - “ତା’ର କିମ୍ବା ତା’ ପିତାମାତାଙ୍କର ପାପ- କୌଣସିଟି ଏହାର କାରଣ ନୁହେଁ। ଈଶ୍ୱରଙ୍କ ଶକ୍ତି ତା’ଠାରେ ପ୍ରକାଶ ପାଇବ ବୋଲି ସେ ଆଜି ଅନ୍ଧ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।

Gade chapit la Kopi




ଯୋହନ 9:3
16 Referans Kwoze  

ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।”


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”


ଅନ୍ଧ ତା'ର ଦୃଷ୍ଟିଶକ୍ତି ଫେରି ପାଆନ୍ତି। ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି।


ସଦାପ୍ରଭୁ ଆୟୁବ ସହିତ କଥା ଶେଷ କଲା ପରେ ସେ ତୈମନୀୟ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲିଫ‌‌‌ସ୍‌‌‌କୁ କହିଲେ, “ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କ୍ରୋଧିତ। କାରଣ ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।


ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।”


“କିନ୍ତୁ ମୁଁ ଜାଣେ ତୁମ୍ଭେ କ’ଣ ଚିନ୍ତା କରୁଛ, ଏବଂ ଏ କଥା ଜାଣେ ତୁମ୍ଭେ ମୋତେ ଆଘାତ ଦେବାକୁ ଗ୍ଭହୁଁଛ।


ଇଲୀହୂ ମଧ୍ୟ ଆୟୁବର ତିନି ବନ୍ଧୁ ଉପରେ ରାଗି ଥିଲା। କାରଣ ଆୟୁବର ତିନିବନ୍ଧୁ ଆୟୁବର ଯୁକ୍ତିର ଉତ୍ତର ଦେଇପାରିଲେ ନାହିଁ। ତଥାପି ସେମାନେ ଆୟୁବକୁ ଦୋଷ ଦେଲେ।


ଏହିପରି ଭାବରେ ପରମେଶ୍ୱର ଆମ୍ଭକୁ ତାହାଙ୍କ ପ୍ରେମ ଦେଖାଇଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ୟମରେ ଜୀବନ ପାଇ ପାରିବା।


ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ। ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି।


Swiv nou:

Piblisite


Piblisite