ଯୋହନ 9:41 - ପବିତ୍ର ବାଇବଲ41 ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା'ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।” Gade chapit laପବିତ୍ର ବାଇବଲ (Re-edited) - (BSI)41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥାʼନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭମାନଙ୍କର ପାପ ରହୁଅଛି। Gade chapit laଓଡିଆ ବାଇବେଲ41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ । Gade chapit laପବିତ୍ର ବାଇବଲ (CL) NT (BSI)41 ଯୀଶୁ ଉତ୍ତର ଦେଲେ, “ଅନ୍ଧ ହୋଇଥିଲେ ତୁମ୍ଭେମାନେ ନିର୍ଦ୍ଦୋଷ ହୋଇଥାନ୍ତ। କିନ୍ତୁ ଦେଖିପାରୁଛ ବୋଲି କହୁଥିବାର ତୁମେ ଅଧିକ ଦୋଷୀ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।” Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”