ଯୋହନ 9:6 - ପବିତ୍ର ବାଇବଲ6 ଯୀଶୁ ଏ କଥା କହିଲା ପରେ ଭୂଇଁରେ ଛେପ ପକାଇ କାଦୁଅ କରି, ସେହି କାଦୁଅକୁ ନେଇ ସେ ସେହି ଜନ୍ମାନ୍ଧ ଲୋକଟିର ଆଖିରେ ଲଗେଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଦେଇ ତାହାକୁ କହିଲେ, ଯାଅ, Gade chapit laଓଡିଆ ବାଇବେଲ6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ, Gade chapit laପବିତ୍ର ବାଇବଲ (CL) NT (BSI)6 ଏହା କହି ଯୀଶୁ ମାଟିରେ ଛେପ ପକାଇ କିଛି କାଦୁଅ କଲେ; ସେଥିରୁ ଟିକିଏ ନେଇ ଲୋକଟିର ଆଖି ଉପରେ ଲେପନ କରି କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।