Biblia Todo Logo
Bib sou entènèt

- Piblisite -




ଆୟୁବ 3:3 - ପବିତ୍ର ବାଇବଲ

3 “ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;

Gade chapit la Kopi

ଓଡିଆ ବାଇବେଲ

3 “ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ର ସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;

Gade chapit la Kopi




ଆୟୁବ 3:3
5 Referans Kwoze  

ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମୋ’ ପରି ଏକ ଯୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦେଇଛ। ମୁଁ କାହାରିକୁ ଧାର ଦେଇ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରତ୍ୟେକ ମୋତେ ଅଭିଶାପ ଦିଅନ୍ତି।


ସେ କହିଲା,


ମୁଁ ଗ୍ଭହେଁ ସେହି ଦିନଟି ଅନ୍ଧାର ରହି ଥା’ନ୍ତା ଏବଂ ମୁଁ ଗ୍ଭହେଁ ପରମେଶ୍ୱର ସେହି ଦିନଟିକୁ ଭୁଲି ଯାଆନ୍ତୁ। ମୁଁ ଗ୍ଭହେଁ ଯେ ସେଦିନ ଦିପ୍ତୀ ପ୍ରକାଶିତ ହୋଇ ନ ଥା’ନ୍ତା।


Swiv nou:

Piblisite


Piblisite