ଯୋୟେଲ 1:13 - ପବିତ୍ର ବାଇବଲ13 ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ଵରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। Gade chapit laଓଡିଆ ବାଇବେଲ13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। Gade chapit la |
ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”