ଯୋୟେଲ 1:15 - ପବିତ୍ର ବାଇବଲ15 ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସେହି ସମୟରେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିକଟରୁ ଦଣ୍ତ ପ୍ରଳୟ ତୁଲ୍ୟ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। Gade chapit laଓଡିଆ ବାଇବେଲ15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। Gade chapit la |