Biblia Todo Logo
Bib sou entènèt

- Piblisite -




ଯୋୟେଲ 1:16 - ପବିତ୍ର ବାଇବଲ

16 ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ୱରଙ୍କ ମନ୍ଦିରରୁ ଗ୍ଭଲି ଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଳାସ କି ଅନ୍ତର କରାଯାଇ ନାହିଁ?

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?

Gade chapit la Kopi




ଯୋୟେଲ 1:16
11 Referans Kwoze  

ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।


ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।


ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।”


ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।


ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।


Swiv nou:

Piblisite


Piblisite