Biblia Todo Logo
Bib sou entènèt

- Piblisite -




ଯୋୟେଲ 1:17 - ପବିତ୍ର ବାଇବଲ

17 ଆମ୍ଭେମାନେ ଯେଉଁ ମଞ୍ଜି ଭୁମିରେ ରୋପଣ କରିଥିଲୁ ସେଗୁଡ଼ିକ ମାଟିରେ ଶୁଖି ମରିଯାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ୟ ଅମାର ଶୂନ୍ୟ ଓ ଭଗ୍ନ ପ୍ରାୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ଵଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

17 ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।

Gade chapit la Kopi




ଯୋୟେଲ 1:17
3 Referans Kwoze  

ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ୟ ବିଷୟରେ କଥା କହୁଛି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ୟ ଦେଲେ। ଯାହା ହେତୀୟମାନଙ୍କର ଥିଲା। ଅବ୍ରହାମ ଅଢ଼େଇ ପାଉଣ୍ଡ ରୂପା ସମସ୍ତଙ୍କ ସମ୍ମୁଖରେ ଇଫ୍ରୋଣକୁ ଦେଲେ।


ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ।


Swiv nou:

Piblisite


Piblisite