Biblia Todo Logo
Bib sou entènèt

- Piblisite -




ଯୋୟେଲ 1:5 - ପବିତ୍ର ବାଇବଲ

5 ହେ ମଦ୍ୟପିଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ୟପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସେହି ମଧୁର ଦ୍ରାକ୍ଷାରସ ଶେଷ ହୋଇଛି। ତୁମ୍ଭେମାନେ ଆଉ ତା'ର ସ୍ୱାଦ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇ ଅଛି।

Gade chapit la Kopi

ଓଡିଆ ବାଇବେଲ

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

Gade chapit la Kopi




ଯୋୟେଲ 1:5
13 Referans Kwoze  

ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି।


ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା।


ସେମାନେ ଆମ୍ଭ ଲୋକମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଗୁଲିବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ୟା ପାଇଁ ସେମାନେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସେମାନେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।


ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।


ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ୱରରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭେମାନେ ମଧ୍ୟ ରୋଦନ କର। କାରଣ ତୁମ୍ଭର କ୍ଷେତରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଛି।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭେମାନେ ବିଳାପ କରି କୁହ, “ହାୟ ହାୟ, ସେହି ଭୟଙ୍କର ଦିନ ଆସୁଛି।”


ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।”


Swiv nou:

Piblisite


Piblisite