Biblia Todo Logo
Bib sou entènèt

- Piblisite -




ଯୋୟେଲ 1:8 - ପବିତ୍ର ବାଇବଲ

8 ଗୋଟିଏ କୁଆଁରୀକନ୍ୟା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା'ର ବର ମରିଛି। ସେ ତା'ର ବିବାହ ପୋଷାକ ଖୋଲି ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯୌବନକାଳୀନ ସ୍ଵାମୀ-ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।

Gade chapit la Kopi

ଓଡିଆ ବାଇବେଲ

8 ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।

Gade chapit la Kopi




ଯୋୟେଲ 1:8
13 Referans Kwoze  

ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ।


ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।


ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି।


ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”


କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’, ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’


ହେ ଶାନ୍ତିପ୍ରିୟ ନାରୀଗଣ, ତୁମ୍ଭେମାନେ କମ୍ପିତା ହେବ। ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ଉ‌‌ଦ୍‌‌ବିଗ୍ନା ହେବ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶରେ ଚଟ ବାନ୍ଧ।


ସେ ଯୁବାବସ୍ଥାରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ୱାମୀକୁ ଛାଡ଼ି ଥିବ। ପରମେଶ୍ୱରଙ୍କଠାରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ଯିବ।


ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ, କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି। ତାହାର ସମସ୍ତ ଫାଟକ ଶୂନ୍ୟ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।


Swiv nou:

Piblisite


Piblisite