Biblia Todo Logo
Bib sou entènèt

- Piblisite -




ଯୋୟେଲ 2:15 - ପବିତ୍ର ବାଇବଲ

15 ସିୟୋନରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ୱାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ୱାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କରନ୍ତଣଣଯୋୟେ.୨:୧୪

Gade chapit la Kopi

ଓଡିଆ ବାଇବେଲ

15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;

Gade chapit la Kopi




ଯୋୟେଲ 2:15
8 Referans Kwoze  

ଲୋକମାନଙ୍କୁ କୁହ ଯେ, ଉପବାସ ପାଇଁ ଗୋଟିଏ ସ୍ୱତନ୍ତ୍ର ସମୟ ହେବ। ସମସ୍ତ ଲୋକଙ୍କୁ ଏକ ସ୍ୱତନ୍ତ୍ର ସଭାକୁ ଆହ୍ୱାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରିତ କର। ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାକୁ ସେମାନଙ୍କୁ କୁହ।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ।


ସେମାନେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରିତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖରେ ନାବୋତକୁ ଏକ ବିଶେଷ ଉଚ୍ଚ ସ୍ଥାନରେ ବସାଇଲେ।


ସେମାନେ ଯେତେବେଳେ ଦୁଇଟି ତୂରୀ ବଜାଇବେ ସମସ୍ତ ଲୋକମାନେ ସମାଗମ-ତମ୍ବୁରେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।


ଏହା ପରେ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପଞ୍ଚମ ବର୍ଷର ନବମ ମାସରେ ଯିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ପୁଣି ଯେହୂ କହିଲେ, “ବାଲ୍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ଆୟୋଜନ କର।” ଆଉ ଯାଜକମାନେ ତାହା ଘୋଷଣା କଲେ।


ସେହି ପତ୍ରରେ ସେ ଏହା ଲେଖିଥିଲେ: “ଗୋଟିଏ ଉପବାସର ଦିନ ଘୋଷଣା କର ଓ ସମସ୍ତ ଲୋକଙ୍କୁ ଏକ ସଭାରେ ଏକତ୍ରିତ କର। ଆଉ ସେହି ସଭାରେ ଆମ୍ଭେମାନେ ନାବୋତ ବିଷୟରେ ବିଗ୍ଭର କରିବୁ।


“ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।


Swiv nou:

Piblisite


Piblisite