ଯୋୟେଲ 2:3 - ପବିତ୍ର ବାଇବଲ3 ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। Gade chapit laଓଡିଆ ବାଇବେଲ3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। Gade chapit la |
ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ଖଡ଼୍ଗରେ ଧ୍ୱଂସ କରିବେ।”