ଯୋୟେଲ 2:4 - ପବିତ୍ର ବାଇବଲ4 ସେମାନେ ଅଶ୍ୱ ସଦୃଶ ଦେଖାଯାଆନ୍ତି। ଯୁଦ୍ଧ ଅଶ୍ୱ ପରି ସେମାନେ ଦୌଡ଼ିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କର ଆକାର ଅଶ୍ଵଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ଵାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। Gade chapit laଓଡିଆ ବାଇବେଲ4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। Gade chapit la |