Biblia Todo Logo
Bib sou entènèt

- Piblisite -




ଯୋୟେଲ 2:5 - ପବିତ୍ର ବାଇବଲ

5 ସେମାନଙ୍କ ଶବ୍ଦ ପର୍ବତ ଉପରେ ନାଚୁଥିବା ରଥ ପରି, ନଡ଼ାକୁ ଅଗ୍ନି ଜାଳିଲା ପରି, ଯୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶଦ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶଦ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।

Gade chapit la Kopi




ଯୋୟେଲ 2:5
9 Referans Kwoze  

ସେମାନେ ଛାତିରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସେମାନଙ୍କର ଡେଣାର ଶବ୍ଦ ଯୁଦ୍ଧକୁ ଦୌଡ଼ୁଥିବା ଅନେକ ଘୋଡ଼ା ଓ ରଥର ଶବ୍ଦ ଭଳି ଥିଲା।


ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।


ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ।


ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”


ତୁମ୍ଭେ ସେହି ଘୋଡ଼ାକୁ ପତଙ୍ଗପରି କୁଦିବାର ଶକ୍ତି ଦେଇଅଛ କି? ସେହି ଘୋଡ଼ା ଲୋକ ଦେଖିଲେ ବଡ଼ ପାଟିରେ ରବ କରେ।


ସେମାନେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସେମାନେ ଅଶ୍ୱାରୋହଣ କରି ଅଗ୍ରସର ହେଉଛନ୍ତି। ହେ ବାବିଲ, ସେମାନେ ସମସ୍ତେ ସୁସଜ୍ଜିତ ହୋଇ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।


ତେଣୁ ଲୋକମାନେ ମିଶରର ଗ୍ଭରିଆଡ଼େ ବୁଲି ପାଳ ସଂଗ୍ରହ କଲେ।


Swiv nou:

Piblisite


Piblisite