ଯୋୟେଲ 3:1 - ପବିତ୍ର ବାଇବଲ1 “ହଁ ଦେଖ, ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, Gade chapit laଓଡିଆ ବାଇବେଲ1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, Gade chapit la |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।