ଯୋୟେଲ 3:10 - ପବିତ୍ର ବାଇବଲ10 ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ଖଡ଼୍ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, “ମୁଁ ବଳବାନ” Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ। Gade chapit laଓଡିଆ ବାଇବେଲ10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ। Gade chapit la |
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।