ଯୋୟେଲ 3:13 - ପବିତ୍ର ବାଇବଲ13 ଦାଆ ଆଣ, କାରଣ ଶସ୍ୟ ପାଚିଅଛି। ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି। କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି, କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। Gade chapit laଓଡିଆ ବାଇବେଲ13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। Gade chapit la |