Biblia Todo Logo
Bib sou entènèt

- Piblisite -




ଯୋୟେଲ 3:6 - ପବିତ୍ର ବାଇବଲ

6 “ତୁମ୍ଭେମାନେ ଯିହୁଦା ଓ ଯିରୁଶାଲମର ସନ୍ତାନଗଣଙ୍କୁ ଗ୍ରୀ‌‌ସ୍‌‌ରେ ବିକ୍ରୀ କରିଛ ଏବଂ ସେମାନଙ୍କୁ ସେମାନଙ୍କର ସୀମାରୁ ବହୁଦୂରକୁ ନେଇଯାଇଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି , ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

Gade chapit la Kopi

ଓଡିଆ ବାଇବେଲ

6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

Gade chapit la Kopi




ଯୋୟେଲ 3:6
6 Referans Kwoze  

ଗ୍ରୀକ୍, ତୁର୍କ ଓ ମେଷକର ଲୋକମାନେ ବ୍ୟବସାୟୀ ଥିଲେ। ସେମାନେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳରେ ବ୍ୟବସାୟ କଲେ।


ସେମାନେ ଆମ୍ଭ ଲୋକମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଗୁଲିବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ୟା ପାଇଁ ସେମାନେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସେମାନେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।


ତୁମ୍ଭମାନଙ୍କର ପୁତ୍ରକନ୍ୟାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସେମାନେ ସେହି ସନ୍ତାନମାନଙ୍କୁ ଦୂର ଦେଶୀୟ ଶୀବାୟୀୟ ଲୋକମାନଙ୍କୁ ବିକ୍ରୀ କରିବେ,” କାରଣ ସଦାପ୍ରଭୁ ଏହା କହିଛନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜରେ ମିଶରକୁ ପଠାଇ ଦେବେ। ମୁଁ କହୁଅଛି, ତୁମ୍ଭେମାନେ କଦାପି ସେହି ଦେଶକୁ ଯିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସେହିଠାକୁ ପଠାଇବେ। ମିଶରରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ କ୍ରିତଦାସ ଭାବେ ବିକ୍ରି ହେବାକୁ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କେହି କ୍ରୟ କରିବେ ନାହିଁ।”


“ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟମାନଙ୍କୁ ଦିଆଯିବ। ସବୁ ବେଳେ ତୁମ୍ଭେ ତାଙ୍କୁ ଗ୍ଭହୁଁ ଗ୍ଭହୁଁ ଦିନ ଯିବ। କିନ୍ତୁ ତୁମ୍ଭେମାନେ କିଛି କରି ପାରିବ ନାହିଁ। କିନ୍ତୁ ପରମେଶ୍ୱର ତୁମ୍ଭର କୌଣସି ସାହାଯ୍ୟ କରିବେ ନାହିଁ।


ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ୟବହାର କରିବା। ଇଫ୍ରୟିମକୁ ଆମ୍ଭର ଶର ରୂପେ ବ୍ୟବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ୍, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧରେ ଉତ୍ତେଜିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦେବା।


Swiv nou:

Piblisite


Piblisite