ଯୋୟେଲ 3:9 - ପବିତ୍ର ବାଇବଲ9 ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Gade chapit laଓଡିଆ ବାଇବେଲ9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Gade chapit la |
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।