ଯୂନସ 1:16 - ପବିତ୍ର ବାଇବଲ16 ଯେତେବେଳେ ଲୋକମାନେ ଏହା ଦେଖିଲେ ସେମାନେ ଭୟଭୀତ ହୋଇ ପଡ଼ିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit laଓଡିଆ ବାଇବେଲ16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। Gade chapit la |
ତେଣୁ ସେହି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ପ୍ରଭୁ, ଆମ୍ଭେମାନେ ଯୂନସକୁ ସମୁଦ୍ର ମଧ୍ୟକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ଯ୍ୟ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ୟକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ୟକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଅ ନାହିଁ। ଆମ୍ଭେମାନେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦୟ ହୁଅ।”
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।