ଯୂନସ 1:17 - ପବିତ୍ର ବାଇବଲ17 ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit laଓଡିଆ ବାଇବେଲ17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit la |
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା