ଯୂନସ 2:6 - ପବିତ୍ର ବାଇବଲ6 ମୁଁ ସମୁଦ୍ରର ତଳ ଦେଶରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହୋଇଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସେହି ବନ୍ଦୀଶାଳାରେ ତାଲା ପଡ଼ି ରହିଲି। କିନ୍ତୁ ମୋର ସଦାପ୍ରଭୁ ମୋତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ୱର, ତୁମ୍ଭେ ମୋତେ ପୁନର୍ବାର ଜୀବନ ଦେଲ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ଵର, ତୁମ୍ଭେ ଗର୍ତ୍ତରୁ ମୋʼପ୍ରାଣକୁ ବାହାର କରି ଆଣିଲ। Gade chapit laଓଡିଆ ବାଇବେଲ6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋ’ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋ’ ପ୍ରାଣକୁ ବାହାର କରି ଆଣିଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ। Gade chapit la |
“ଆଉ ଜଳରାଶିର ନିକଟବର୍ତ୍ତୀ କୌଣସି ବୃକ୍ଷ ଆପଣା ଦୀର୍ଘତା ଯୋଗୁଁ ଗର୍ବିତ ହେବ ନାହିଁ ଓ ସେମାନେ ମେଘଗୁଡ଼ିକୁ ଛୁଇଁବା ପାଇଁ ଚେଷ୍ଟା କରିବେ ନାହିଁ। ଆଉ ଜଳ ସେଚିତ ବୃକ୍ଷସବୁ କିପରି ସେମାନେ ଡେଙ୍ଗା ହେବେ, ଏ ବିଷୟରେ ଅହଂକାର କରିବେ ନାହିଁ। କାରଣ ସେମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁ ଅବଶ୍ୟମ୍ଭାବିତ ଅଟେ, ପୃଥିବୀ ତଳକୁ ଯିବାକୁ ଠିକ୍ ଲୋକମାନେ କବରକୁ ଗଲାପରି। ସେମାନେ ଅନ୍ୟମାନଙ୍କୁ ଯୋଗ ଦେବେ, ଯିଏ ପୂର୍ବରୁ ଗର୍ତ୍ତ ଭିତରକୁ ଯାଇଥିଲେ।”