ଯୂନସ 2:8 - ପବିତ୍ର ବାଇବଲ8 “କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Gade chapit laଓଡିଆ ବାଇବେଲ8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Gade chapit la |
ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।