ଯୂନସ 3:10 - ପବିତ୍ର ବାଇବଲ10 ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Gade chapit laଓଡିଆ ବାଇବେଲ10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Gade chapit la |
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।