ଯୂନସ 3:5 - ପବିତ୍ର ବାଇବଲ5 ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Gade chapit laଓଡିଆ ବାଇବେଲ5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।