ଯୂନସ 4:5 - ପବିତ୍ର ବାଇବଲ5 ତଥାପି ଯୂନସ ଏ ବିଷୟରେ କ୍ରୋଧାନ୍ୱିତ ଥିଲେ। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲେ। ନଗର ନିକଟରେ ଥିବା ପୂର୍ବ ଦିଗରେ ଏକ ସ୍ଥାନକୁ ସେ ଗଲେ। ସେ ସେଠାରେ ଏକ କୁଟୀର ନିର୍ମାଣ କରି ତାରି ଛାୟାରେ ବସି ରହିଲେ। ନଗରରେ କ’ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Gade chapit laଓଡିଆ ବାଇବେଲ5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।