ଯୂନସ 4:6 - ପବିତ୍ର ବାଇବଲ6 ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ଯୂନସ ଉପରେ ଶୀଘ୍ର ମାଡ଼ିଯାଇ ତା'ର ବସିବା ସ୍ଥାନରେ ଛାୟା ଓ ଶୀତଳତା ପ୍ରଦାନ କଲା। ତାହା ଯୂନସକୁ ଆରାମ ଦେବାରେ ଏତେ ସାହାଯ୍ୟ କଲା ଯେ, ଯୂନସ ଗଛ ପାଇଁ ଭାରି ଖୁସୀ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସଦାପ୍ରଭୁ ପରମେଶ୍ଵର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୁନସ ସେହି କଖାରୁଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ। Gade chapit laଓଡିଆ ବାଇବେଲ6 ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ। Gade chapit la |